Screen Reader Access Skip to Main Content Font Size   Increase Font size Normal Font Decrease Font size
Indian Railway main logo
Search :
Find us on Facebook   Find us on Twitter View Content in Hindi
National Emblem of India

About us

Passenger/Freight

Tenders

Recruitment Info

Public Information

For IR Personnel

Contact Us



 
Bookmark Mail this page Print this page
QUICK LINKS
About GM



SHRI M K BEHERA ASSUMES CHARGE AS GENERAL MANAGER (I/C) OF EAST COAST RAILWAY

   Shri Mohes Kumar Behera, an officer of the Indian Railway Service of Engineers (IRSE), has  taken over the charge of General Manager (I/C) of East Coast Railway (ECoR).

   A graduate from the University College of Engineering, Burla in Civil Engineering and M.Tech in Ocean Engineering from IIT, Madras, Shri Behera's extensive academic background complements his rich experience spanning over three decades in Railway working.

    Throughout his career, Shri Behera has held key positions such as Chief Bridge Engineer and Chief Engineer (Bridge Rehabilitation) in ECoR. Noteworthy roles include his tenure as Group General Manager at Rites, Bhubaneswar, and Chief Engineer (Construction) overseeing the Ganga Bridge project under East Central Railway at Patna & Munger. He worked in critical posts such as Sr.  Divisional Engineer (Co-Ordination) in Sambalpur, Dy. Chief Vigilance Officer in ECoR, and Dy. Chief Engineer (Con) in NF Railway.

ଶ୍ରୀ ମହେଶ କୁମାର ବେହେରା ପୂର୍ବତଟ ରେଳପଥର କାର୍ଯ୍ୟକାରୀ ମହାପ୍ରବନ୍ଧକ  |


    ଭାରତୀୟ ରେଳ ଇଞ୍ଜିନିୟର୍ସ ସେବା (ଆଇଆରଏସଇ) ର ଅଧିକାରୀ ଶ୍ରୀ ମହେଶ କୁମାର ବେହେରା ପୂର୍ବତଟ ରେଳପଥର କାର୍ଯ୍ୟକାରୀ ମହାପ୍ରବନ୍ଧକ ଭାବରେ କାର୍ଯ୍ୟ ଭାର ଗ୍ରହଣ କରିଛନ୍ତି |

  ଶ୍ରୀ ବେହେରା ୟୁନିଭର୍ସିଟି କଲେଜ ଅଫ୍ ଇଞ୍ଜିନିୟରିଂ ବୁର୍ଲା, ସମ୍ବଲପୁର ଠାରୁ ସିଭିଲ୍ ଇଞ୍ଜିନିୟରିଂରେ ସ୍ନାତକ କରିବା ପରେ ସାମୁଦ୍ରିକ ଇଞ୍ଜିନିୟରିଂରେ ଆଇଆଇଟି ମାଡ୍ରାସରୁ ସ୍ନାତକତ୍ତୋର ଡିଗ୍ରୀ ହାସଲ କରି ଭାରତୀୟ ରେଳବାଇରେ ବହୁ ଗୁରୁତ୍ୱପୂର୍ଣ୍ଣ ପଦପଦବୀରେ କାର୍ଯ୍ୟକରି ତିନି ଦଶନ୍ଧି ଧରି ବିସ୍ତୃତ ଓ ସମୃଦ୍ଧ ଅଭିଜ୍ଞତା ହାସଲ କରିଛନ୍ତି |

   ଶ୍ରୀ ବେହେରା ରେଳାବାଇରେ ତାଙ୍କର ସେବା ମଧ୍ୟରେ ପୂର୍ବତଟ ରେଳପଥରେ ଚିଫ୍ ବ୍ରିଜ୍ ଇଞ୍ଜିନିୟର ଏବଂ ଚିଫ୍ ଇଞ୍ଜିନିୟର (ବ୍ରିଜ୍ ପୁନର୍ବାସ) ଭଳି ପ୍ରମୁଖ ପଦବୀରେ କାର୍ଯ୍ୟ କରିଥିଲେ | ଉଲ୍ଲେଖନୀୟ ଭୂମିକାରେ ସେ ରାଇଟ୍ସ, ଭୁବନେଶ୍ୱରରେ ଗ୍ରୁପ୍ ଜେନେରାଲ୍ ମ୍ୟାନେଜର ଏବଂ ପାଟନା ଏବଂ ମୁଙ୍ଗେରରେ ପୂର୍ବ କେନ୍ଦ୍ରୀୟ ରେଳ ଅଧୀନରେ ଥିବା ଗଙ୍ଗା ବ୍ରିଜ୍ ପ୍ରକଳ୍ପର ମୁଖ୍ୟ ଇଞ୍ଜିନିୟର (ନିର୍ମାଣ) ଅନ୍ତର୍ଭୁକ୍ତ | ଅନ୍ୟ ଗୁରୁତ୍ୱପୂର୍ଣ୍ଣ ପଦବୀ ଗୁଡିକ ମଧ୍ୟରେ ସେ ସମ୍ବଲପୁର ରେଳ ମଣ୍ଡଳର ବରିଷ୍ଠ ମଣ୍ଡଳ ଯନ୍ତ୍ରୀ (ସମନ୍ୱୟ), ପୂର୍ବତଟ ରେଳପଥର ଉପମୁଖ୍ୟ ସତର୍କତା ଅଧିକାରୀ ଏବଂ ପୂର୍ବ ସୀମାନ୍ତ ରେଳପଥର ମୁଖ୍ୟ ଇଞ୍ଜିନିୟର (ନିର୍ମାଣ) ଇତ୍ୟାଦି padabi ଗୁଡିକରେ କାର୍ଯ୍ୟରତ ଥିଲେ |




Source : East Coast Railway CMS Team Last Reviewed : 02-04-2024  


  Admin Login | Site Map | Contact Us | RTI | Disclaimer | Terms & Conditions | Privacy Policy Valid CSS! Valid XHTML 1.0 Strict

© 2016  All Rights Reserved.

This is the Portal of Indian Railways, developed with an objective to enable a single window access to information and services being provided by the various Indian Railways entities. The content in this Portal is the result of a collaborative effort of various Indian Railways Entities and Departments Maintained by CRIS, Ministry of Railways, Government of India.